Skip to Content

କାରକୁ ଧକ୍କା ଦେଲା ଟ୍ରକ ଜଣେ ମୃତ, ୪ ଆହତ

ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର କଣ୍ଟା ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି। ଟ୍ରକ୍ ଓ କାର୍ ମଧ୍ୟରେ ଧକ୍କା ହୋଇଥିଲା। ଏହି ଦୁର୍ଘଟଣାରେ ଜଣଙ୍କର ମୁତ୍ଯୁ ହୋଇଥିବା ବେଳେ ୪ ଜଣ ଆହତ ହୋଇଛନ୍ତି।


ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର କଣ୍ଟା ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି। ଟ୍ରକ୍ ଓ କାର୍ ମଧ୍ୟରେ ଧକ୍କା ହୋଇଥିଲା। ଏହି ଦୁର୍ଘଟଣାରେ ଜଣଙ୍କର ମୁତ୍ଯୁ ହୋଇଥିବା ବେଳେ ୪ ଜଣ ଆହତ ହୋଇଛନ୍ତି।

ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର କଣ୍ଟା ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି। ଟ୍ରକ୍ ଓ କାର୍ ମଧ୍ୟରେ ଧକ୍କା ହୋଇଥିଲା। ଏହି ଦୁର୍ଘଟଣାରେ ଜଣଙ୍କର ମୁତ୍ଯୁ ହୋଇଥିବା ବେଳେ ୪ ଜଣ ଆହତ ହୋଇଛନ୍ତି। ଆହତ ବ୍ୟକ୍ତିମାନଙ୍କୁ ଭଦ୍ରାଚଳମ୍ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଛି।

କାରକୁ ଧକ୍କା ଦେଲା ଟ୍ରକ ଜଣେ ମୃତ, ୪ ଆହତ
Legendary Odisha 1 September 2025
Share this post
Archive
🏥
Full E-Clinic Setup Service
AI-Powered Healthcare Technology Solutions
Get Started
ସାନର ଠେଙ୍ଗା ମାଡ଼ରେ ବଡ଼ ଭାଇର ମୃତ୍ୟୁ, ଅଭିଯୁକ୍ତ ଗିରଫ